close menu
Bookswagon-24x7 online bookstore
close menu
My Account
Umesh Chandra Sarkar

Umesh Chandra Sarkarଉମେଶଚନ୍ଦ୍ର ସରକାର ମସିହାରେ ପୁରୀଠାରେ ଜନ୍ମଗ୍ରହଣ କରିଥିଲେ ତାଙ୍କ ପିତା ଇଶ୍ୱରଚନ୍ଦ୍ର ସରକାର ଜଣେ ପୁଲିସ ଦରୋଗା ଥିଲେ । ଉମେଶଚନ୍ଦ୍ରଙ୍କୁ ୨ବର୍ଷ ବୟସ ବେଳକୁ ତାଙ୍କ ପିତାଙ୍କର ଦେହାନ୍ତ ହୋଇଥିଲା । ପିତାଙ୍କ୍ ଦେହାନ୍ତ ପରେ, ସେମାନେ ସପରିବାର କଟକ ଚାଲିଆସି କାଳିବଜାରର ଜଣେ ସମ୍ପର୍କୀୟଙ୍କ ଘରେ ରହଥିଲେ । କଟକରୁ ସ୍ନାତକ ଶିକ୍ଷା ସମାପ୍ତ କରି ଉମେଶଚନ୍ଦ୍ର ତତକାଳୀନ ଓଡ଼ିଶା କମିଶନରଙ୍କ କାର୍ଯ୍ୟାଳୟରେ କାମ କରିବା ଆରମ୍ଭ କରିଥିଲେ । ପରେ ସେ ଢେଙ୍କାନାଳ, ତାଳଚେର ଓ କନିକା ଇଷ୍ଟେଟରେ ମଧ୍ୟ କାମ କରିଥିଲେ । କନିକାରେ କାମ କରୁଥିବା ସମୟରେ ଅସୁସ୍ଥତା ହେତୁ ୧୮୯୯ ମସିହାରେ ସେ ସ୍ୱେଚ୍ଛାକୃତ ଅବସର ନେଇ କଟକ ଫେରି ଆସିଥିଲେ । କଟକ ଆସି ସୁସ୍ଥ ହେବାପରେ ସେ ସାହିତ୍ୟ ସର୍ଜନାରେ ମନୋନିବେଶ କରିଥିଲେ । ୧୯୦୭ ମସିହାରୁ ଉଦାସୀ ଛଦ୍ମନାମରେ, ସେ କେନ୍ଦୁଝର ବିଦ୍ରୋହ ନାମକ ଏକ ଧାରାବାହିକ ଐତିହାସିକ ଉପନ୍ୟାସ ଲେଖିବା ଆରମ୍ଭ କରିଥିଲେ କିନ୍ତୁ ତାହା ଅସମ୍ପୂର୍ଣ୍ଣ ରହିଥିଲା । ପରେ ସେ ଉଭୟ ଓଡ଼ିଆ ଓ ଇଂରଜୀ ଭାଷାରେ ପୁସ୍ତକ ଲେଖିଛନ୍ତି । ସେ ରଚନା କରିଥିବା 'ପଦ୍ମମାଳୀ' ଓଡ଼ିଆ ସାହିତ୍ୟର ପ୍ରଥମ ସମ୍ପୂର୍ଣ୍ଣ ଉପନ୍ୟାସ । ସେ ଏହାକୁ ୩୨ ବର୍ଷ ବୟସରେ ଲେଖିଥିଲେ । ଏହା ୧୮୮୯ ମସିହାରେ କଟକ ପ୍ରିଣ୍ଟ କମ୍ପାନୀରୁ ପ୍ରଥମେ ପ୍ରକାଶିତ ହୋଇଥିଲା ।୧୯୧୪ ମସିହାରେ ଆମାଶୟ ରୋଗରେ ପୀଡ଼ିତ ହୋଇ, ଉମେଶଚନ୍ଦ୍ରଙ୍କର ଦେହାନ୍ତ ହୋଇଥିଲା । Read More Read Less

3 results found
List viewGrid view
Sort By:
1.
Padmamali1 % NR
Publisher: Black Eagle Books
No Review Yet
₹1,464
₹1,449
Binding:
Paperback
Release:
27 Nov 2024
Language:
English
International Edition
Ships within 10-12 Days Explain..
Free Shipping in India and low cost Worldwide.
2.
Padmamali2 % NR
Publisher: Black Eagle Books
No Review Yet
₹1,464
₹1,435
Binding:
Paperback
Release:
09 Jun 2025
Language:
Oriya
International Edition
Ships within 10-12 Days Explain..
Free Shipping in India and low cost Worldwide.
3.
Socially Acceptable Affordable Housing - An Analytical Approach6 % NR
No Review Yet
₹7,595
₹7,139
Binding:
Paperback
Release:
13 Jan 2025
Language:
English
International Edition
Ships within 10-12 Days Explain..
Free Shipping in India and low cost Worldwide.
No more records found
ASK VIDYA